Non-Hostelers: ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା ଆରମ୍ଭ, କ୍ୟାମ୍ପସରେ ୮ ପ୍ଲାଟୁନ୍ ପୋଲିସ…
ଭୁବନେଶ୍ୱର: ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ। ଆଜି ଉତ୍କଳ ବିଶ୍ଵବିଦ୍ୟାଳୟ ଛାତ୍ରାବାସ ଗୁଡ଼ିକ ଉପରେ ରେଡ୍ କରିଛି କମିସନରେଟ୍ ପୋଲିସ। ଦିନ ୧୦.୩୦ମିନିଟ୍ ପରଠୁ ବିଭିନ୍ନ ହଷ୍ଟେଲରେ ଛାପା ମାରିବା ଆରମ୍ଭ କରାଯାଇଛି। ବାଣୀବିହାରରୁ ଅଣଛାତ୍ରଙ୍କୁ ତଡ଼ିବା ପାଇଁ ପ୍ରକ୍ରିୟା…