BSNL: ଏଣିକି ସମସ୍ତ ସରକାରୀ କାର୍ଯ୍ୟାଳୟରେ ବିଏସଏନଏଲ୍ ନେଟୱାର୍କ ସେବା ବାଧ୍ୟତାମୂଳକ
ଭୁବନେଶ୍ବର: ଏଣିକି ସରକାରୀ କାର୍ଯ୍ୟାଳୟରେ ଭାରତ ସଞ୍ଚାର ନିଗମ ଲିମିଟେଡ୍ (ବିଏସଏନଏଲ୍) ନେଟୱାର୍କ ବ୍ୟବହାର ବାଧ୍ୟତାମୂଳକ ହେବ । ବିଏସଏନଏଲ୍ ର ଗୌରବମୟ ଯୁଗକୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ।
କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ…