ଫୁଲୁଛି ଜଳକା, ବୈତରଣୀ ଓ ବୁଢ଼ାବଳଙ୍ଗ: ବିପଦ ସଙ୍କେତ ଉପରେ ନଦୀର ବନ୍ୟାଜଳ ପ୍ରବାହିତ
ବାଲେଶ୍ୱର: ଲଗାଣ ବର୍ଷାରେ ଫୁଲୁଛି ଜଳକା, ବୈତରଣୀ ଓ ବୁଢ଼ାବଳଙ୍ଗ। ବିପଦ ସଙ୍କେତ ଉପରେ ଜଳକା ନଦୀର ବନ୍ୟାଜଳ ପ୍ରବାହିତ ହେଉଛି। ମଥାନୀଠାରେ ବିପଦ ସଙ୍କେତ ୬.୫୦ ମିଟର ଉପରେ ଜଳକାର ଜଳସ୍ତର। ସକାଳ ୬ ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୭୧ ମିଟରରେ ପ୍ରବାହିତ ହେଉଛି । ବସ୍ତା ବ୍ଲକର ୧୦ଟି…