ବିଡିଏର ୪୩ତମ ପ୍ରତିଷ୍ଠା ଦିବସରେ ଖେଳପଡ଼ିଆ ଓ ପାର୍କ ଉଦଘାଟିତ୍
ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର ୪୩ତମ ପ୍ରତିଷ୍ଠା ଦିବସ ସୋମବାର ଜୟଦେବ ଭବନରେ ପାଳିତ ହୋଇଯାଇଛି। ପ୍ରତିଷ୍ଠା ଦିବସରେ ମୁଖ୍ୟ ଅତିଥି ଭାବେ ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ଓ ସାଧାରଣ ଉଦ୍ୟୋଗ ବିଭାଗର ମନ୍ତ୍ରୀ ତଥା ବିଡିଏ ଅଧ୍ୟକ୍ଷ ଡ଼ା. କୃଷ୍ଣଚନ୍ଦ୍ର…