Odisha Yatri App: ଓଡ଼ିଶା ଯାତ୍ରୀ ଆପ୍ ସହାୟତାରେ କିଣିପାରିବେ ଆମ ବସ୍ ଏବଂ ଚିଲିକା ବୋଟିଂ ଟିକେଟ୍
ଭୁବନେଶ୍ବର: ଓଡ଼ିଶା ଯାତ୍ରୀ ଆପ୍ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ । ଏଣିକି ଏହି ଆପ୍ ମାଧ୍ୟମରେ ଆମ ବସ୍ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍ କିଣିପାରିବେ । ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖକର ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ…