Odisha CM Visit Delhi: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫରେନ୍ସରେ ଦେବେ ଯୋଗ। ସୂଚନା ମୁତାବକ, ସେପ୍ଟେମ୍ବର ମାସରେ ମୁଖ୍ୟମନ୍ତ୍ରୀ ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ଦିଲ୍ଲୀରେ ହେବାକୁ ଥିବା ସେମିକନ କନଫେରେନ୍ସରେ…