125th Mann Ki Baat: କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି ଲୋକଲୋଚନକୁ ଆଣିଥିଲେ । ଆଜି…