Mahanadi: ମହାନଦୀ ଜଳ ବିବାଦ: ଡିସେମ୍ବରରେ ଓଡ଼ିଶା-ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ବସିପାରେ ବୈଠକ
ଭୁବନେଶ୍ବର: ମହାନଦୀ ସମସ୍ୟାର ସମାଧାନ ଦିଗରେ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଆଲୋଚନା ଆଗକୁ ବଢ଼ିଛି । ଓଡ଼ିଶା ସରକାର ଓ ଛତିଶଗଡ଼ ସରକାର ଦୀର୍ଘ ଦିନର ବିବାଦର ସମାଧାନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି ।
ଆଜି ଅନୁଷ୍ଠିତ ଏକ ଫଳପ୍ରଦ ବୈଠକରେ ଉଭୟ ରାଜ୍ୟର ମୁଖ୍ୟ ଶାସନ…