Farmers’s Registration Period: ରାଜ୍ୟ ସରକାରଙ୍କ ବଡ ଘୋଷଣା: ବଢିବ ଚାଷୀ ପଞ୍ଜୀକରଣ ଅବଧି
ଭୁବନେଶ୍ୱର: ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା। ବଢିବ ଚାଷୀ ପଞ୍ଜୀକରଣ ଅବଧି। ଯେଉଁ ଚାଷୀ ରହିଗଲେ, ସେମାନଙ୍କ ପାଇଁ ବିଚାର ଚାଲିଛି। ଖୁବଶୀଘ୍ର ନିଷ୍ପତି ନିଆଯିବ। କିନ୍ତୁ ପଞ୍ଜୀକରଣ ଅବଧି ବଢିବ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। …