Purushottam Express: ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ, ପରିଚୟ ଅସ୍ପଷ୍ଟ
ଭୁବନେଶ୍ବର: ପୁରୁଷୋତ୍ତମ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ। ଭୁବନେଶ୍ବର ଷ୍ଟେସନ ନିକଟରେ ଟ୍ରେନ୍ ଶୌଚାଳୟରୁ ମିଳିଲା ମୃତଦେହ।ଶୌଚାଳୟ ସଫେଇ ବେଳେ ମିଳିଲା ମୃତଦେହ। ତେବେ ଏଯାଏଁ ଯୁବକଙ୍କ ପରିଚୟ ମିଳିନି।
ସୂଚନା ଅନୁସାରେ ଭୁବନେଶ୍ବର ଷ୍ଟେସନରୁ ଶବକୁ ଉଦ୍ଧାର କରିଛି GRP ପୋଲିସ…