ଏଣିକି ଜେଲ୍ ପାଚେରି ଡେଇଁଲେ ବାଜିବ ସାଇରନ୍, କଏଦୀଙ୍କୁ ଜଗିବ ଏଆଇ
ଭୁବନେଶ୍ଵର: ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି ଜେଲ୍ ଅନ୍ତେବାସୀ। ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। କଡ଼ାକଡ଼ି ହେଲା ଜେଲ୍ ନିୟମ। କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍ ଭିତରେ…