Dog Census: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ଆରମ୍ଭ ହେବ କୁକୁର ଗଣନା
ଭୁବନେଶ୍ବର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା(Dog Census) ଆରମ୍ଭ ହେବ ବୋଲି BMC କମିଶନର ଚଞ୍ଚଳ ରାଣା କହିଛନ୍ତି । ଭେଟେନାରୀ ଡାକ୍ତରଙ୍କ ପରାମର୍ଶ ନେଇ ପ୍ରତି ୱାର୍ଡରେ ଏକକାଳୀନ ଗଣନା ଆରମ୍ଭ ହେବ। ପ୍ରତି ୱାର୍ଡ ପାଇଁ ୩ ରୁ ୪ ଜଣ ଅଧିକାରୀ କୁକୁର ଗଣନା…