Missing YouTuber found: ନିଖୋଜ ୟୁଟ୍ୟୁବରଙ୍କ ମିଳିଲା ପତ୍ତା: ଆଦିବାସୀଙ୍କ ଗହଣରେ ଅଛନ୍ତି ସୁରକ୍ଷିତ
ଦିଗପହଣ୍ଡି: ନିଖୋଜ ୟୁଟ୍ୟୁବର୍ ନରେନ୍ଦ୍ର ସାହୁଙ୍କ ମିଳିଲା ପତ୍ତା। ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ୍ ମାରମାରିଆ ଗାଁରେ ୟୁଟ୍ୟୁବର୍ ଥିବା ସୂଚନା। ଗାଁର ଆଦିବାସୀଙ୍କ ଗହଣରେ ୟୁଟ୍ୟୁବର୍ ସୁରକ୍ଷିତ ଥିବା ସୂଚନା। ଗତ ରବିବାରଠୁ ନିଖୋଜ ଥିଲେ ଟ୍ୟୁବର୍ ନରେନ୍ଦ୍ର ସାହୁ। ଜରଡ଼ା ଥାନା…