Cuttack Durga Puja: ଦୁର୍ଗା ପୂଜା ପାଇଁ ଆସିଲା ନିର୍ଦ୍ଦେଶନାମା; ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ,…
କଟକ: ଆସିଲାଣି ପାର୍ବଣ। ଚାରିଆଡେ ଏବେ ଉତ୍ସବ ମୁଖର। ତେବେ ଦୁର୍ଗ ପୂଜାକୁ ଆଉ ମାସେ ବାକି ଥିବା ବେଳେ ଏଥିପାଇଁ ଜାରି ହେଲା ସର୍କୁଲାର। କଟକ ଦୁର୍ଗା ପୂଜା ପାଇଁ ନିର୍ଦ୍ଦେଶନାମା ଜାରି କଲେ ଜିଲ୍ଲାପାଳ। ରାସ୍ତା ଉପର ଦେଇ ନିର୍ମାଣ ହେବନି ସୁଉଚ୍ଚ ତୋରଣ କିମ୍ବା ଲାଇଟ ଗେଟ। ବିଶେଷ କରି…