Odisha Vigilance: ଲାଞ୍ଚ ନେଉଥିବା ବେଳେ ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
ବରଗଡ଼: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଜଣେ ପୁଲିସ୍ ଏସ୍ଆଇ। ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ୍ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଓଡ଼ିଶା ଭିଜିଲାନ୍ସ। ତାଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ…