Maoist: ମାଓ ଡମ୍ପ ଠାବ; ବିପୁଳ ପରିମାଣର ଦେଶୀ ବନ୍ଧୁକ ସହ ବିସ୍ଫୋରକ ଜବତ
ମାଲକାନଗିରି:ସୀମାନ୍ତ ଛତିଶଗଡ଼ରେ ସର୍ଚ୍ଚ ଅପରେସନ ସମୟରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। କ୍ୟାମ୍ପ ମେଟାଗୁଡ଼ାର ସୁରକ୍ଷା ବାହିନୀ ଏକ ମିଳିତ ଅଭିଯାନ ସମୟରେ କୋଇମେଣ୍ଟା ପାହାଡିଆ ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ବିସ୍ଫୋରକ…