Vigilance Raid: ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ ସିଟି ହସ୍ପିଟାଲର ସିନିୟର ଆସିଷ୍ଟାଣ୍ଟ ଗିରଫ
କଟକ: କୋଟିପତି ସିନିୟର ଆସିଷ୍ଟାଣ୍ଟ କିଶୋର ସାହାଣୀ ଗିରଫ। ଆୟଠୁ ଅଧିକ ସଂପତ୍ତି ଠୁଳ ଅଭିଯୋଗରେ କଟକ ସିଟି ହସ୍ପିଟାଲର ବରିଷ୍ଠ ସହାୟକ କିଶୋର ସାହାଣୀଙ୍କୁ ଗିରଫ କରିଛି ଭିଜିଲାନ୍ସ। ଆଜି ତାଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ ଜଜ କୋର୍ଟକୁ ଚାଲାଣ କରାଯିବ। ଭିଜିଲାନ୍ସ ରେଡ ବେଳେ ତାଙ୍କର ଦୁଇଟି…