ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ର ବୃତ୍ତି ଅର୍ଥ ହଡପ, ୧୪୯ ଛାତ୍ରୀଛାତ୍ରଙ୍କ ବିରୋଧରେ ମାମଲା ରୁଜୁ
ଖୋର୍ଦ୍ଧା: ମେଧାବୃଦ୍ଧି ଯୋଜନାରେ ଛାତ୍ରବୃଦ୍ଧି ହାସଲ କରିବା ଅଭିଯୋଗରେ ୧୪୯ ଛାତ୍ରଛାତ୍ରୀ ଓ ୭ଟି ଶିକ୍ଷାନୁଷ୍ଠାନ ବିରୋଧରେ ମାମଲା ହୋଇଛି । ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲାରେ । ଏହି ଛାତ୍ରଛାତ୍ରୀ ମାନେ ମିଥ୍ୟା ଆୟ ପ୍ରମାଣ ପତ୍ର ଏବଂ ଜାଲ ଜାତି ପ୍ରମାଣ ପତ୍ର ଦେଇ ଛାତ୍ରୀ ଛାତ୍ର…