PMGSY Road: ପିଏମଜିଏସ୍ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏନେଇ ଆୟୋଜିତ ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ…