୪,୫୧୫ କୋଟିର ୧୮ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ
ଭୁବନେଶ୍ୱର: ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଅନୁଷ୍ଠିତ ୧୩୯ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ଓଡ଼ିଶା ସରକାର ୪,୫୧୫ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି।
ଆଇଟି, ଉତ୍ପାଦନ, ପାନୀୟ, ପର୍ଯ୍ୟଟନ,…