Latest Odisha News

BREAKING NEWS

Yearly Archives

2025

ପାର୍ବଣରେ ଦାଦା ବଟିକୁ ନାଁ, ଜୋର ଜବରଦସ୍ତି ଚାନ୍ଦା ଆଦାୟ କଲେ ପୋଲିସ ନେବ କାର୍ଯ୍ୟାନୁଷ୍ଠାନ

କଟକ: ପାଖେଇ ଆସିଲାଣି ପାର୍ବଣ। ଏଥିପାଇଁ ପ୍ରସ୍ତୁତ ହେଉଛି ପ୍ରଶାସନ। ପ୍ରତ୍ୟେକ ବର୍ଷ ପାର୍ବଣରେ ଦାଦା ବଟି ଆଦାୟ ହେଉଛି। ଚଳିତ ବର୍ଷ ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ଲକ୍ଷରେ ପ୍ରଶାସନ। ଚଳିତ ଥର ପାର୍ବଣରେ ଜୋର ଜବରଦସ୍ତି ଆଦାୟ କରି ପାରିବେନି ଚାନ୍ଦା। ବିଶୃଙ୍ଖଳା କଲେ ପୋଲିସ ନେବ…

ଶିଶୁ ବାଟିକା ପିଲାମାନଙ୍କୁ ମିଳିବ ମାଗଣା ୟୁନିଫର୍ମ

ଭୁବନେଶ୍ୱର: ରାଜ୍ୟ ସାରା ସ୍କୁଲରେ ଶିଶୁ ବାଟିକାର ଛାତ୍ରଛାତ୍ରୀମାନଙ୍କୁ ମାଗଣା ୟୁନିଫର୍ମ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବାକୁ ଓଡ଼ିଶା ସରକାର ନିଷ୍ପତ୍ତି ନେଇଛନ୍ତି। ସୂଚନା ଅନୁଯାୟୀ, ୩,୧୦,୮୩୯ ଜଣ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ, ଜୋତା, ମୋଜା, ଟି-ସାର୍ଟ, ଟ୍ରାକ୍…

ଆଉ ନାହାନ୍ତି ବହୁଚର୍ଚ୍ଚିତ ଫିଲ୍ମ ୩ ଇଡିୟଟ୍ସର ପ୍ରଫେସର ଅଚ୍ୟୁତ୍ ପୋତଦାରଙ୍କ

ମୁମ୍ବାଇ: ଆଉ ନାହାନ୍ତି ଲୋକପ୍ରିୟ ଫିଲ୍ମ ୩ ଇଡିୟଟ୍ସର ପ୍ରଫେସର ଅଚ୍ୟୁତ ପୋତଦାର୍ । ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତଥା ସୋମବାର ଥାନେର ଜୁପିଟର ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି ।…

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ

ଅନୁଗୁଳ: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କୁ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ସୁନ୍ଦରଗଡ଼ର ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତିଙ୍କ କୋର୍ଟକୁ ପଠାଯିବ। ଗତକାଲି ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼,…

ଉପରାଷ୍ଟ୍ରପତି ନିର୍ବାଚନ: ନାଁ ଘୋଷଣା କଲା ଇଣ୍ଡି ମେଣ୍ଟ, ଏହି ଅବସରପ୍ରାପ୍ତ ସୁପ୍ରିମକୋର୍ଟ ବିଚାରପତିଙ୍କ ନାଁରେ…

ନୂଆଦିଲ୍ଲୀ: ଆଜି ବିରୋଧୀ ଦଳ ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ ସୁପ୍ରିମକୋର୍ଟ ବିଚାରପତି ଉପରାଷ୍ଟ୍ରପତି ପଦ ପାଇଁ ବିରୋଧୀ ଦଳର ପ୍ରାର୍ଥୀ ହୋଇଛନ୍ତି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ବାସଭବନରେ ଅନୁଷ୍ଠିତ ବୈଠକରେ ସର୍ବସମ୍ମତି ପରେ ଏହି ଘୋଷଣା…

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ପୋଡ଼ି ମାରିବା ଘଟଣା, ପେଟ୍ରୋଲ ଦୋକାନୀ ଗିରଫ

ବରଗଡ଼: ବରଗଡ ଗାଇସିଲେଟ ଥାନା ଫିରିଙ୍ଗିମାଲ ଗାଁରେ ନାବାଳିକା ପେଟ୍ରୋଲ ଢାଳି ଜାଳି ହେବା ଘଟଣାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ଏହି ଘଟଣାରେ ପେଟ୍ରୋଲ ଦୋକାନୀ ଗିରଫ। ବ୍ୟକ୍ତଙ୍କର ରାସନ ଦୋକାନ ରହିଛି। ଏହି ଦୋକାନରେ ସେ ପୋଟ୍ରୋଲ ବିକ୍ରି କରନ୍ତି। ରାସନ ଦୋକାନୀ ପ୍ରେମାନନ୍ଦ…

ରାଧାକୃଷ୍ଣନଙ୍କୁ ସମର୍ଥନ କରିବାକୁ ବିରୋଧୀ ଦଳକୁ ଅପିଲ୍ କଲେ ମୋଦି, ଏମିତି ପ୍ରତିକ୍ରିୟା ରଖିଲେ ବିରୋଧୀ ଦଳ…..

ନୂଆଦିଲ୍ଲୀ: ବିଜେପି ସମର୍ଥିତ ଏନଡିଏ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି । ଆଉ ମଙ୍ଗଳବାର ଏହାକୁ ନେଇ ଏନଡିଏ ସଂସଦୀୟ ଦଳ ବୈଠକ ପରେ, କେନ୍ଦ୍ର ମନ୍ତ୍ରୀ କିରନ ରିଜିଜୁ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିରୋଧୀ ଦଳ ସମେତ ସମସ୍ତ ସାଂସଦଙ୍କୁ…

ରଥଯାତ୍ରା ଓ ବାହୁଡ଼ା ଦର୍ଶନ ନେଇ ଆସିବ ମାର୍ଗଦର୍ଶିକା, ଶୃଙ୍ଖଳିତ ଦର୍ଶନ ଓ ଟ୍ରାଫିକ ସମସ୍ୟାର ହେବ ସମାଧାନ

ଭୁବନେଶ୍ୱର: ଗତ ମାସରେ ସରିଛି ବିଶ୍ବପ୍ରସିଦ୍ଧ ରଥଯାତ୍ରା। ହେଲେ ଆସନ୍ତା ବର୍ଷ ରଥଯାତ୍ରା ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରା ସରୁ ସରୁ ଆସନ୍ତା ବର୍ଷ ହେବାକୁ ଥିବା ରଥଯାତ୍ରାରେ ବିଶୃଙ୍ଖଳା ରୋକିବାକୁ ଏବେଠୁ ପ୍ରଶାସନ ସଜବାଜ। ଆଜି ବସିବ ଉଚ୍ଚସ୍ତରୀୟ ବୈଠକ । ସନ୍ଧ୍ୟା…

ସୁନା ପୁଅ ଶୁଭାଂଶୁଙ୍କୁ ଭେଟିଲେ ମୋଦି: ପଚାରିଲେ, ‘ମୁଁ ଦେଇଥିବା ହୋମଓ୍ବର୍କ କରିଛ କି?’

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ରରୁ ଭାରତ ଫେରିଥିବା ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କୁ ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଶୁଭାଂଶୁ ଶୁକ୍ଳାଙ୍କୁ ଭେଟିବା ସମୟରେ ଅନେକ ପ୍ରଶ୍ନ ମଧ୍ୟ ପଚାରିଛନ୍ତି। ଯେଉଁଥିରେ ସେ ଶୁଭାଂଶୁ ଶୁକ୍ଳାଙ୍କୁ…