ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: ପୁଣି ମେଡିକାଲ ବେଡରୁ ବାର୍ତ୍ତା ଦେଲେ…
ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ନରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍ରୁ କ୍ୟାବିନ୍କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍…