ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ, ୮ଟି ସ୍ଥାନରେ ଏକକାଳୀନ ଚଢ଼ଉ
ଅନୁଗୁଳ: ଭିଜିଲାନ୍ସ ଜାଲରେ ଅନୁଗୁଳ ଜିଲ୍ଲା ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ଭୁବନେଶ୍ୱର, ରାଉରକେଲା, ସୁନ୍ଦରଗଡ଼, ଅନୁଗୁଳ ଓ ଗଞ୍ଜାମର ୮ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି।
ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ…