ସ୍ବାଧୀନତା ଦିବସ ଅବସରରେ ୬ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ୭୯ତମ ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱରର ଗାନ୍ଧୀ ମାର୍ଗରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ରାଜ୍ୟସ୍ତରୀୟ ପୋଲିସ ପଦକ ପ୍ରଦାନ ସମାରୋହ ପାଳିତ ହୋଇଯାଇଛି ।
ସାହସିକତା ପାଇଁ ୬ ଜଣଙ୍କୁ…