ପୂର୍ବତନ ଉପରାଷ୍ଟ୍ରପତି ଧନଖଡ଼ କୁଆଡେ ଗଲେ କହି ସରକାରକୁ ଜବାବ ମାଗିଲେ କଂଗ୍ରେସ ସାଂସଦ ଜୟରାମ ରମେଶ
ନୂଆଦିଲ୍ଲୀ: କଂଗ୍ରେସ ନେତା ଜୟରାମ ରମେଶ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପୂର୍ବତନ ଉପରାଷ୍ଟ୍ରପତି ତଥା ରାଜ୍ୟସଭାର ପୂର୍ବତନ ଅଧ୍ୟକ୍ଷ ଜଗଦୀପ ଧନଖଡ଼ ୨୧ ଜୁଲାଇ ସନ୍ଧ୍ୟାଠାରୁ ନିଖୋଜ ଅଛନ୍ତି। ଧନଖଡ଼ ୨୧ ଜୁଲାଇରେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ସେ କୌଣସି…