ସବୁ ସରକାରୀ ବିଲ୍ଡିଂ ହେବ ଗେରୁଆ ରଙ୍ଗ…
ଭୁବନେଶ୍ୱର: ଓଡ଼ିଶା ସରକାର ଏକ ବିଜ୍ଞପ୍ତି ଜାରି କରି ସମସ୍ତ ନୂତନ ଏବଂ ବିଦ୍ୟମାନ ସରକାରୀ କୋଠାର ମରାମତି ଏବଂ ନବୀକରଣ ସମୟରେ ଗେରୁଆ ରଙ୍ଗ କୋଡ୍ ବାଧ୍ୟତାମୂଳକ କରିଛନ୍ତି।
ପୂର୍ତ ବିଭାଗ ଦ୍ୱାରା ଜୁଲାଇ ୩୦ ତାରିଖରେ ଜାରି ହୋଇଥିବା ବିଜ୍ଞପ୍ତିରେ ବାହ୍ୟ କାନ୍ଥ ଏବଂ ସୀମା ଯଥାକ୍ରମେ…