Latest Odisha News

BREAKING NEWS

Yearly Archives

2025

ଚଳଚ୍ଚିତ୍ର ପ୍ରଯୋଜକ ରବୀନ୍ଦ୍ରନାଥ ସାହୁଙ୍କ ପରଲୋକ, ଓଲିଉଡ ଜଗତ ପ୍ରତି ତାଙ୍କର ଅବଦାନ ଅତୁଳନୀୟ…

ଭୁବନେଶ୍ବର: ପରଲୋକରେ ଓଡ଼ିଶାର ଜଣାଶୁଣା ଚଳଚ୍ଚିତ୍ର ପ୍ରଯୋଜକ ରବୀନ୍ଦ୍ରନାଥ ସାହୁ । ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲ‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ । ତାଙ୍କର ଧର୍ମପତ୍ନୀ, ୫ ପୁଅ ଓ…

Pratibha Singh Shooter: ଝିଅ ବଦଳରେ ବନ୍ଧୁକ ଧରିଲା ମାଆ

ଭୋପାଳ: ବନ୍ଧୁକ ଚାଳନା କରିବାକୁ ପିଲା ଦିନରୁ ଇଛା ଥିଲା । ହେଲେ ସେହି ସ୍ୱପ୍ନ ପୂରଣ ହୋଇପାରିଲା ନାହିଁ । ପ୍ରତି ପିଲାଙ୍କ ପରି ସେ ମଧ୍ୟ ଯୌବନ ଅବସ୍ଥାରେ ବିବାହ କଲେ । ଏହା ପରେ ଝିଅ ହେଲା । ଝିଅ ବଡ ହେବା ପରେ ତାଙ୍କୁ ସୁଟିଂ ଏକାଡେମିରେ ଭର୍ତ୍ତି କରିବାକୁ ମନସ୍ଥ କଲେ । ହେଲେ ବୟସ…

ଆଶେସ ସିିରିଜ: ଆଲେକ୍ସଙ୍କ ଶତକ, ଅଷ୍ଟ୍ରେଲିଆ ୩୨୬/୮

ଆଡିଲେଡ ଓଭାଲ: ଚଳିତ ଆଶେସ ସିରିଜର ତୃତୀୟ ଟେଷ୍ଟ ଆଡିଲେଡ ଓଭାଲରେ ଆରମ୍ଭ ହୋଇଛି । ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆ ୮ ୱିକେଟ ବିନିମୟରେ ୩୨୬ ରନ ସଂଗ୍ରହ କରିଛି । ପ୍ରଥମ ଦିବସ ଷ୍ଟମ୍ପସ ଅପସାରଣ ବେଳକୁ ମିଚେଲ ଷ୍ଟାର୍କ ୩୩ ଓ ନାଥାନ ଲାୟନ ଖାତା ଖୋଲି ନ ପାରି…

Dr S Jaishankar Jaishankar meets Israeli PM: ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଭେଟିଲେ ଜୟଶଙ୍କର;…

ନୂଆଦିଲ୍ଲୀ:ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ମଙ୍ଗଳବାର ଦିନ ଦୁଇ ଦିନିଆ ଇସ୍ରାଏଲ ଗସ୍ତରେ ତେଲ ଅଭିଭରେ ପହଞ୍ଚିଛନ୍ତି। ସେଠାରେ ସେ ଅଷ୍ଟ୍ରେଲିଆର ବଣ୍ଡି ବିଚ୍‌ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଦୃଢ଼ ନିନ୍ଦା କରିଛନ୍ତି। ସେ ତାଙ୍କର ଇସ୍ରାଏଲୀ ପ୍ରତିପକ୍ଷ ଗିଦୋନ ମୋଶୋ ସାରଙ୍କ ସହିତ…

Modi, Shah must resign: ‘ପ୍ରଧାନମନ୍ତ୍ରୀ ମୋଦି ଏବଂ ଅମିତ ଶାହା ଇସ୍ତଫା ଦେବା ଉଚିତ’

ନୂଆଦିଲ୍ଲୀ: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ନ୍ୟାସନାଲ ହେରାଲ୍ଡ ମାମଲାକୁ ନେଇ କେନ୍ଦ୍ର ସରକାର ଏବଂ ତଦନ୍ତକାରୀ ସଂସ୍ଥାଗୁଡ଼ିକ ଉପରେ କଠୋର ଆକ୍ରମଣ କରିଛନ୍ତି। ଖଡଗେ କହିଛନ୍ତି ଯେ ସମ୍ପୂର୍ଣ୍ଣ ମାମଲା ରାଜନୈତିକ ପ୍ରତିଶୋଧ ପରାୟଣ ଏବଂ ଏହାର କୌଣସି ଗୁରୁତ୍ୱ ନାହିଁ। ସେ କୋର୍ଟଙ୍କ…

ରାଜଧାନୀରେ ୫୦% କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ: ଉଲ୍ଲଂଘନ କଲେ ଦେବେ ଫାଇନ୍‌

ନୂଆଦିଲ୍ଲୀ: ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ। ଏହି କାରଣରୁ ଲୋକମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିଲ୍ଲୀରେ କ୍ରମାଗତ ଭାବରେ ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି, ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀର ସମସ୍ତ ସରକାରୀ ଏବଂ ବେସରକାରୀ…

OTET Exam: ୪୫୨ଟି କେନ୍ଦ୍ରରେ ଚାଲିଛି ଓଟିଇଟି ପରୀକ୍ଷା-୨୦୨୫

ଭୁବନେଶ୍ବର: ଆଜି ସାରା ରାଜ୍ୟରେ ଚାଲିଛି ଓଟିଇଟି ପରୀକ୍ଷା-୨୦୨୫ । ୪୫୨ଟି କେନ୍ଦ୍ରରେ ଆରମ୍ଭ ହୋଇଛି ଓଟିଇଟି ପରୀକ୍ଷା । ଓଟିଇଟି ପେପର-୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି । ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା…

Sports Minister: କ୍ରୀଡା ମନ୍ତ୍ରୀଙ୍କୁ ଝଟକା: ଦୁଇ ବର୍ଷର ଦଣ୍ଡାଦେଶକୁ କାଏମ ରଖିଛନ୍ତି ସେସନ୍ସ କୋର୍ଟ

ମୁମ୍ବାଇ: ମହାରାଷ୍ଟ୍ରର କ୍ରୀଡା ମନ୍ତ୍ରୀ ମାଣିକରାଓ କୋକାଟେଙ୍କ ପାଇଁ ସମସ୍ୟା ବଢ଼ିଯାଇଛି। ନାସିକ୍ ସେସନ୍ସ କୋର୍ଟ ଏକ ଠକେଇ ମାମଲାରେ ମନ୍ତ୍ରୀ ଏବଂ ତାଙ୍କ ଭାଇଙ୍କ ବିରୋଧରେ ଦୁଇ ବର୍ଷର ଦଣ୍ଡାଦେଶକୁ ବଜାୟ ରଖିଛନ୍ତି। ଏହି ମାମଲା ୧୯୯୮ ମସିହାରେ ସେମାନଙ୍କର ଆୟକୁ କମ୍ ରିପୋର୍ଟ କରି ୧୦%…

Odia Youth Return: ସୁଦାନ ଗୃହ ଯୁଦ୍ଧରେ ଫସିଥିବା ଓଡ଼ିଆ ପୁଅ ଫେରିଲେ; କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଦେଲେ…

ଭୁବନେଶ୍ବର:ସୁଦାନରେ ବିଦ୍ରୋହୀ ଆତଙ୍କୀ ସଂଗଠନ ଆରଏସଏଫ ଆଦର୍ଶଙ୍କୁ ଅପହରଣ କରି ନେଇଥିଲା । ଫେରିବା ପରେ ନିଜ ଯନ୍ତ୍ରଣା କହି ଭାବବିହ୍ୱଳ ହୋଇ ପଡିଛନ୍ତି ଆଦର୍ଶ । ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର…

ବଡଦିନ ଓ ନୂଆବର୍ଷରେ କେବଳ ସିଂହଦ୍ବାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି

ପୁରୀ:ବଡଦିନ ଓ ନୂଆବର୍ଷରେ କେବଳ ଶ୍ରୀମନ୍ଦିର ସିଂହଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିବେ ଏବଂ ଅନ୍ୟ ତିନି ଦ୍ଵାର ଦେଇ ପ୍ରସ୍ଥାନ କରିବେ ବୋଲି ନିଷ୍ପତ୍ତି ନିଆଯାଇଛି। ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…