ସ୍କୁଲ ପିଲା ଅଣ୍ଡା ନଖାଇଲେ ମିଳିବ ଫଳ
ଭୁବନେଶ୍ବର:ଏଣିକି ଯେଉଁ ଛାତ୍ରଛାତ୍ରୀ ଆମିଷ ଖାଉନଥିବେ ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର । ଶିଶୁ ବାଟିକା ଠାରୁ ଦଶମ ପର୍ଯ୍ୟନ୍ତ ପିଲାଙ୍କୁ ମିଡ୍ ଡେ ମିଲରେ ମିଳିବ ଫଳ । ପିଏମ୍ ପୋଷଣ ସ୍କିମ୍ରେ ସ୍କୁଲ୍ ପିଲା ଅଣ୍ଡା ଖାଉ ନ ଥିଲେ ଦିଆଯିବ ଫଳ । ଏ…