ଆଗାମୀ ୨ ଦିନ ଯାଏଁ ଝଡ଼ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ସନ୍ଧ୍ୟା ପ୍ରାୟ ୬ଟା ପର୍ଯ୍ୟନ୍ତ ଓଡ଼ିଶାର ଚାରିଟି ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛନ୍ତି।
ଆଗାମୀ ୩ଘଣ୍ଟା ମଧ୍ୟରେ ବଲାଙ୍ଗୀର, ବରଗଡ଼, ମୟୂରଭଞ୍ଜ ଏବଂ ନୂଆପଡ଼ାର କିଛି ସ୍ଥାନରେ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ…