Latest Odisha News

BREAKING NEWS

Yearly Archives

2025

ଇଗ୍ନୋର ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ଅଗଷ୍ଟ ୧୫ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ରେ ଜୁଲାଇ-୨୦୨୫ ଶିକ୍ଷା ସେସନ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ପ୍ରକ୍ରିୟା ଘୋଷଣା କରାଯାଇଛି । ବିଭିନ୍ନ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ ।…

ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ୍ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ । ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ୍ ରେ ଅନୁମୋଦନ ହୋଇଛି । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ଏଥିପାଇଁ ଖର୍ଚ୍ଚ ହେବ ୨୭୩୮ କୋଟି ଟଙ୍କା । ୨୦୨୫-୨୦୨୬ ରୁ ୨୦୨୯-୩୦ ମଧ୍ୟରେ କାମ ଶେଷ ହେବ । ୫୭ ହଜାର…

ନିର୍ଲୋଜ ଆମେରିକା: ଭାରତ-ପାକିସ୍ତାନ ଯୁଦ୍ଧ ବନ୍ଦର ଶ୍ରେୟ ଟ୍ରମ୍ପ କହି ନୋବେଲେ ଦାବି କଲା ହ୍ୱାଇଟ୍ ହାଉସ

ଭାରତ ମନାକରିବା ପରେ ବି ଆମେରିକା ପୁଣିଥରେ କହିଛି ଯେ ଭାରତ-ପାକିସ୍ତାନ ଯୁଦ୍ଧବିରତି କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ

ଭାରତ ଆସିବେ ଫୁଟବଲର ମହାନ ଖେଳାଳି, ଭେଟିବେ ଏହି କ୍ରିକେଟରଙ୍କୁ

ନୂଆଦିଲ୍ଲୀ: ଭାରତୀୟ ଫୁଟବଲପ୍ରେମୀଙ୍କ ପାଇଁ ଖୁସୀ ଖବର । ବିଶ୍ୱର ମହାନ ଫୁଟବଲର ଲିଓନେଲ ମେସୀ ଭାରତ ଗସ୍ତରେ ଆସିବେ । ଚଳିତ ବର୍ଷ ଶେଷ ଭାଗରେ ଆର୍ଜେଂଟିନାର ଏହି ଷ୍ଟାର ଖେଳାଳି ଡିସେମ୍ବର ୧୩ରୁ ୧୫ ମଧ୍ୟରେ କୋଲକାତା, ମୁମ୍ବାଇ ଓ ଦିଲ୍ଲୀ ଯିବେ । ଇଣ୍ଡିଆନ ଏକ୍ସପ୍ରେସରେ ପ୍ରକାଶିତ ଖବର…

୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ୩୩ ବର୍ଷ ପରେ ଶାହାରୁଖ ଜିତିଲେ ପ୍ରଥମ ନ୍ୟାଶନାଲ ଆଓ୍ୱାର୍ଡ

ନୂଆଦିଲ୍ଲୀ: ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ର ବିଜେତା ଘୋଷଣା କରିଛି। ଶାହାରୁଖ ଖାନ ଓ ବିକ୍ରାନ୍ତ ମେସୀ ଶ୍ରେଷ୍ଠ ଅଭିନେତା ପୁରସ୍କାର ଜିତିଛନ୍ତି। ଶାହାରୁଖ ‘ଜଓ୍ୱାନ’ ଓ ବିକ୍ରାନ୍ତ ‘12th Fail’ ପାଇଁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇଛନ୍ତି। ଉଭୟଙ୍କ ପାଇଁ ଏହା ପ୍ରଥମ ଜାତୀୟ…

ଓଡ଼ିଆ ସିନେମାର ଗର୍ବ: ‘ପୁଷ୍କରା’ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର!

ନୂଆଦିଲ୍ଲୀ: ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୩ରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ମାନ୍ୟତା ପାଇଛି । ଏହା ଓଡ଼ିଶା ପାଇଁ ଏକ ଗର୍ବର ମୁହୂର୍ତ୍ତ। ଶୁଭ୍ରାଂଶୁ ଦାସଙ୍କ ନିର୍ଦ୍ଦେଶନାରେ ତିଆରି ‘ପୁଷ୍କର’ ଶଙ୍କର ତ୍ରିପାଠୀଙ୍କ ଉପନ୍ୟାସ ‘ନଦବିନ୍ଦୁ’…

ଟ୍ରମ୍ପଙ୍କ ଟାରିଫ ଖେଳ: ପାକିସ୍ତାନ-ବାଂଲାଦେଶକୁ ପ୍ରେମ, ଭାରତ ଉପରେ ଚାବୁକ ପାହାର!

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ପଡ଼ୋଶୀ ପାକିସ୍ତାନ ଓ ବାଂଲାଦେଶଙ୍କୁ ଟାରିଫରେ ବଡ଼ ରିହାତି ଦେଇଛନ୍ତି। ଭାରତ ଉପରେ ୨୫% ଟାରିଫ ଲଗାଇଛନ୍ତି। ରୁଷିଆ ସହ ବାଣିଜ୍ୟ ପାଇଁ ଅଲଗା ଜରିମାନା ଲଗାଇବାକୁ କହିଛନ୍ତି। ପାକିସ୍ତାନକୁ ୧୯% ଓ ବାଂଲାଦେଶକୁ ୨୦% ଟାରିଫ…

ଚିଠିର ଜବାବ ନଦେଇ ଏବେ ଧମକେଇବା ଆରମ୍ଭ କରିଛନ୍ତି ରାହୁଲ ଗାନ୍ଧୀ: ନିର୍ବାଚନ କମିଶନ

ନୂଆଦିଲ୍ଲୀ: ଭାରତର ନିର୍ବାଚନ କମିଶନ (ଇସିଆଇ) ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଅଭିଯୋଗର ଜବାବ ଦେଇଛି। ରାହୁଲ ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ନିର୍ବାଚନ କମିଶନ ଉପରେ ବଡ଼ ଧରଣର ଭୋଟ ଜାଲିଆତି ଅଭିଯୋଗ ଆଣିଛନ୍ତି। ରାହୁଲ ଦାବି କରିଛନ୍ତି, ତାଙ୍କ ପାଖରେ ନିର୍ବାଚନ…

କିଏ ସେ ଖାଲିଦ ଜମିଲ..୧୩ ବର୍ଷ ପରେ ଭାରତୀୟ ଫୁଟବଲ୍ ଦଳର ଦେଶୀ ମୁଖ୍ୟ କୋଚ୍

ନୂଆଦିଲ୍ଲୀ: ଭାରତୀୟ ଫୁଟବଲ୍ ଦଳର ନୂତନ ମୁଖ୍ୟ କୋଚଙ୍କ ନାମ ଘୋଷଣା କରାଯାଇଛି। ଖାଲିଦ ଜମିଲ ବରିଷ୍ଠ ଭାରତୀୟ ପୁରୁଷ ଫୁଟବଲ୍ ଦଳର ମୁଖ୍ୟ ପ୍ରଶିକ୍ଷକ ହୋଇଛନ୍ତି। ୨୦୧୭ରେ ଆଇଜଲ ଫୁଟବଲ୍ କ୍ଲବକୁ ଆଇ-ଲିଗ୍ ଟାଇଟଲ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଖାଲିଦ ଜମିଲଙ୍କୁ…

୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର ।‌ ଅବକାରୀ ବିଭାଗ ଚଢାଉ କରି ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ…