୪୫୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଏସଆରଏ
ଯାଜପୁର: ଲାଞ୍ଚ ନେଇ ଧରାପଡ଼ିଲେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ । ବ୍ୟାସନଗର ତହସିଲ୍ ଏସଆରଏ ହେମନ୍ତ କୁମାର ପେରେଇଙ୍କୁ ଧରିଲା ଭିଜିଲାନ୍ସ । ଜଣେ ବ୍ୟକ୍ତିଙ୍କ ଠାରୁ ୪୫୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ ।
ସୂଚନା ମୁତାବକ, ବ୍ୟକ୍ତିଗତ ଜମିର ସୀମା ନିର୍ଦ୍ଧାରଣ…