ଆବଶ୍ୟକତା ଦେଖି ପ୍ରସ୍ତାବ ଦିଅନ୍ତୁ: ସିଡ଼ିପିଓ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ
ଭୁବନେଶ୍ୱର: ସିଡ଼ିପିଓ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ। ଗ୍ରାଉଣ୍ଡରେ ଅଧିକାରୀଙ୍କ ମଧ୍ୟରେ ସମନ୍ୱୟର ଅଭାବ ରହୁଛି। ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କରିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।
ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି,…