ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା; ୧୮କାଉଡ଼ିଆ ମୃତ, ୧୨ ଗୁରୁତର
ଦେଓଘର: ଝାଡ଼ଖଣ୍ଡର ଦେଓଘରରେ ମର୍ମନ୍ତୁଦ ଦୁର୍ଘଟଣା । କାଉଡ଼ିଆଙ୍କୁ ନେଇଯାଉଥିବା ବସ୍ କୁ ଧକ୍କା ଦେଲା ଟ୍ରକ୍ ଫଳରେ ୧୮ ଜଣ କାଉଡ଼ିଆଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥିରେ ୧୨ରୁ ଅଧିକ କାଉଡିଆ ଆହତ ହୋଇଥିବା ସୂଚନା ରହିଛି । ସମସ୍ତ ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ସ୍ଥାନୀୟ…