ଅବଦୁଲ କଲାମ ଆଇଲାଣ୍ଡରୁ ପ୍ରଳୟ-୬ର ସଫଳ ଉତ୍କ୍ଷେପଣ;ଲକ୍ଷ୍ୟଭେଦ କ୍ଷମତା ୧୫୦-୫୦୦ କିମି
ଭୁବନେଶ୍ବର: ଭାରତକୁ ମିଳିଲା ଆଉ ଏକ ବଡ ସଫଳତା । ଆତ୍ମନିର୍ଭରଶୀଳ ରଣନୈତିକ ପ୍ରତିରକ୍ଷା ଭିତ୍ତିଭୂମି ଆଡ଼କୁ ଭାରତର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି । ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍କ୍ଷେପଣ ହୋଇଛି । ଆଜି (ସୋମବାର) ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ…