ଅଟଳ ଜୀଙ୍କ ଜୀବନର ଗାଥା ଭାରତ ରାଜନୈତିକ ଇତିହାସରେ ଅଦ୍ୱିତୀୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ସ୍ଥାନୀୟ ଜୟଦେବ ଭବନ ଠାରେ ଅଟଳ ଯୁବଶକ୍ତି, ଓଡ଼ିଶା ପକ୍ଷରୁ ଆୟୋଜିତ ଅଟଳ ପ୍ରତିଭା ସମ୍ମାନ-୨୦୨୫ ଉତ୍ସବ ଅବସରରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ସେ ଓଡିଶାର ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଭା ମାନଙ୍କୁ ସମ୍ମାନିତ କରିଥିଲେ ।
ନିଜ…