ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ: ପୁରୁଣା କଣ୍ଟ୍ରାକ୍ଟ ବାତିଲ କଲେ ରାଜ୍ୟ ସରକାର
ଭୁବନେଶ୍ବର: ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ ବାତିଲ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ସହ କଣ୍ଟ୍ରାକ୍ଟ ବାତିଲ କରିଛନ୍ତି ରାଜ୍ୟ ସରକାର । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪…