ଦିଲ୍ଲୀ ଏମ୍ସରେ ବଳଙ୍ଗା ପୀଡିତାଙ୍କ ବୟାନ ରେକର୍ଡ; ବଖାଣିଲେ ସବୁ ଘଟଣା…
ଭୁବନେଶ୍ବର: ଶୁକ୍ରବାର ଦିଲ୍ଲୀ ଏମ୍ସରେ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ବୟାନ ରେକର୍ଡ ହୋଇଛି । ବୟାନ ରେକର୍ଡ ସମୟରେ ସମ୍ପୂର୍ଣ୍ଣ ଭିଡିଓ ରେକର୍ଡିଂ କରାଯାଇଛି । ବୟାନ ରେକର୍ଡ ସମୟରେ ଦିଲ୍ଲୀ ଏମ୍ସରେ ଥିଲେ ଜଣେ ଡାକ୍ତର, ସେହି ଅଞ୍ଚଳର ଜଣେ ମାଜିଷ୍ଟ୍ରେଟ୍, ବଳଙ୍ଗା ଥାନାର ଜଣେ ମହିଳା…