କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା;ସୃଷ୍ଟି ହେବ ୨୪୦୦ ନିଯୁକ୍ତି
ଭୁବନେଶ୍ବର: ଆଦିତ୍ୟ ବିର୍ଲା ଗୃପ ଅଧୀନ ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ପକ୍ଷରୁ ଓଡ଼ିଶାରେ ୨୦୦କୋଟି ଟଙ୍କା ନିବେଶ ପାଇଁ ଧାର୍ଯ୍ୟ ହୋଇଅଛି । ଫଳରେ ଓଡିଶାର କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରତିଷ୍ଠା ହେବ ପୋଷାକ ତିଆରି କାରଖାନା । ଶୁକ୍ରବାର ଦିନ ହିଣ୍ଡାଲ୍କୋ କତୃପକ୍ଷ ଓ ରାଜ୍ୟ ସରକାରଙ୍କ…