ପୁରୀ ରେଳ ଷ୍ଟେସନର ପୁନର୍ବିକାଶ ଅନୁଧ୍ୟାନ କଲେ କେନ୍ଦ୍ର ରେଳ ମନ୍ତ୍ରୀ
ପୁରୀ: କେନ୍ଦ୍ର ରେଳ ଏବଂ ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଭି. ସୋମାନ୍ନା ଆଜି ପୁରୀ ରେଳ ଷ୍ଟେସନରେ ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ରୂପାନ୍ତରଣ କରାଯାଉଥିବା ପୁନର୍ବିକାଶ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି।
ସେ କହିଛନ୍ତି ଯେ ୨୦୨୫ ରେଳ ବଜେଟରେ ଓଡ଼ିଶାକୁ ୧୦,୫୯୯ କୋଟି ମିଳିଛି। ଯାହା…