Latest Odisha News

BREAKING NEWS

Yearly Archives

2025

ଆନ୍ତର୍ଜାତୀୟ ଟି୨୦ରେ ୧୦୦ ୱିକେଟ ନେଲେ ହାର୍ଦ୍ଦିକ

ନୂଆଦିଲ୍ଲୀ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତୃତୀୟ ଟି୨୦ରେ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ ଉପଲବ୍ଧି ହାସଲ କରିଛନ୍ତି । ସେ ଆନ୍ତର୍ଜାତୀୟ ଟି୨୦ରେ ୧୦୦ ୱିକେଟ ନେବାର ଗୌରବ ଅର୍ଜନ କରିଛନ୍ତି । ୧୦୦ ୱିକେଟ ଓ ୧୦୦୦ ରନ କରିବାରେ ସେ ଭାରତର ପ୍ରଥମ ଏବଂ ବିଶ୍ୱର…

Terror attack at Sydney:ଇହୁଦୀ ପର୍ବ ପାଳନ ବେଳେ ଆତଙ୍କବାଦୀ ଆକ୍ରମଣ; ଭାରତ ଦୃଢ଼ ନିନ୍ଦା କରିବା ସହ…

ନୂଆଦିଲ୍ଲୀ:ରବିବାର ସିଡନୀର ପ୍ରସିଦ୍ଧ ବଣ୍ଡି ବିଚ୍‌ରେ ହୋଇଛି ଆତଙ୍କବାଦୀ ଆକ୍ରମଣ । ଏହି ଆତଙ୍କବାଦୀ ଆକ୍ରମଣ ଇହୁଦୀ ସମ୍ପ୍ରଦାୟର ହନୁକା ଉତ୍ସବ ସମୟରେ ଘଟିଥିଲା। ଦୁଇଜଣ ଆତଙ୍କବାଦୀଙ୍କ ଆଖିବୁଜା ଗୁଳିଚାଳନା କରିଥିଲେ , ଫଳରେ ଅତିକମ୍ ରେ ୧୧ ଜଣ ଲୋକ ପ୍ରାଣ ହରାଇଛନ୍ତି । ଅନେକ ଆହତ…

Messi’s ‘Messy’ Event: କୋଲକାତା ଷ୍ଟାଡିୟମରେ ଭଙ୍ଗାରୁଜା ଘଟଣାରେ ମୁଖ୍ୟ ଆୟୋଜକ ବନ୍ଧା… 

କୋଲକାତା: ଶନିବାର ଅପରାହ୍ନରେ ସଲ୍ଟ ଲେକ୍ ଷ୍ଟାଡିୟମରେ କିମ୍ବଦନ୍ତୀ ଫୁଟବଲର ଲିଓନେଲ ମେସିଙ୍କୁ ଦେଖିବା ପାଇଁ ଲୋକମାନେ ୧୪୦୦୦ ଟଙ୍କା ଦେଇ ଟିକେଟ୍ କିଣିଥିଲେ। କିନ୍ତୁ ମେସି ପଡ଼ିଆରେ ପ୍ରବେଶ କରିବା ମାତ୍ରେ ଅନେକ ରାଜନେତା, ଅଧିକାରୀ ଏବଂ ବିଶିଷ୍ଟ ବ୍ୟକ୍ତି ତାଙ୍କୁ ଘେରି…

୧୯ ବର୍ଷରୁ କମ ଏସିଆ କପ: ପାକିସ୍ତାନକୁ ହରାଇଲା ଭାରତ

ନୂଆଦିଲ୍ଲୀ: ଚଳିତ ୧୯ ବର୍ଷରୁ କମ ଏସିଆ କପ କ୍ରିକେଟରେ ଭାରତ ୯୦ ରନରେ ପାକିସ୍ତାନକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତ ୨୪୦ ରନ ସଂଗ୍ରହ କରିଥିଲା । ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ପରେ ଏରୋନ ଜର୍ଜ ୮୮ ରନରେ ୮୫ ରନ କରି ଭାରତକୁ ଏକ ସମ୍ମାନଜନକ ସ୍କୋର ପ୍ରଦାନ କରିଥିଲେ ।…

କାର ଓ ୨୦ ଲକ୍ଷ ଦାବି କଲେ ବର; ମଣ୍ଡପରୁ ଉଠିଗଲେ କନ୍ୟା…

ଲକ୍ଷ୍ନୌ: କାର ଓ ୨୦ ଲକ୍ଷ ଦାବି କରି ଅଡି ବସିଲେ ବର।ଉତ୍ତରପ୍ରଦେଶରୁ ଏଭଳି ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ବିବାହ ପୂର୍ବରୁ ବର ଏକ ବ୍ରେଜା କାର ଏବଂ ଯୌତୁକ ବାବଦରେ ୨୦ ଲକ୍ଷ ଟଙ୍କା ଦାବି କରିଥିଲେ ଓ ଏହି ଦୁଇଟି ଜିନିଷ ନପାଇବା ପର୍ଯ୍ୟନ୍ତ ବିବାହ ରୀତିନୀତି ଆଗକୁ…

ଖୁସି ଖବର ଦେଲେ ସବ୍ୟସାଚୀ ଓ ଅର୍ଚ୍ଚିତା…

ଭୁବନେଶ୍ୱର: ଓଲିଉଡ ଜଗତର ଚର୍ଚ୍ଚିତ ଷ୍ଟାର ଦମ୍ପତି ସବ୍ୟସାଚୀ ମିଶ୍ର ଏବଂ ଅର୍ଚ୍ଚିତା ସାହୁ ଖୁବ୍ ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହେବାରେ ଲାଗିଛି। ଗତ ଶନିବାର ଇନଷ୍ଟାଗ୍ରାମରେ ଭୁବନେଶ୍ୱରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରିସରରୁ ଏକ…

Nitin Nabin appointed: ନୂତନ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତିଙ୍କ ନାଁ ଘୋଷଣା କଲା ବିଜେପି

ନୂଆଦିଲ୍ଲୀ: ନୀତିନ ନବୀନ(Nitin Nabin)ଙ୍କୁ ବିଜେପିର ଜାତୀୟ କାର୍ଯ୍ୟକାରୀ ସଭାପତି(BJP National Working President)ଭାବରେ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ବିହାର ସରକାରରେ ମନ୍ତ୍ରୀ ଅଛନ୍ତି। ଏହି ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହେବ।ଏହି ସମ୍ପର୍କରେ ଦଳ ପକ୍ଷରୁ ଏକ ସରକାରୀ…

ନୂଆ ଶ୍ରମ କୋଡକୁ ନେଇ JSW ଷ୍ଟିଲର ସଚେତନତା କାର୍ଯ୍ୟକ୍ରମ…  

ବଡବିଲ: JSW ଷ୍ଟିଲ୍ ଲିମିଟେଡ୍, ଓଡ଼ିଶା ମାଇନିଂ ଡିଭିଜନର ନାରାୟଣପୋଷୀ ଲୋହା ଓ ମ୍ୟାଙ୍ଗାନିଜ ଖଣିରେ ନୂଆ ଶ୍ରମ କୋଡ୍‌ଗୁଡ଼ିକୁ ନେଇ ସଚେତନତା କାର୍ଯ୍ୟକ୍ରମ କରାଯାଇଛି। ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ଭାରତ ସରକାର ଦ୍ୱାରା ପ୍ରସ୍ତାବିତ ନୂଆ ଶ୍ରମ ଆଇନ ସଂଶୋଧନ ବିଷୟରେ…

Minister S. Jaishankar: ବ୍ରିଟେନ ସମେତ ୟୁରୋପୀୟ ଦେଶର ନେତାଙ୍କ ସହ ସାକ୍ଷାତ କଲେ ଜୟଶଙ୍କର; ଏହି…

ନୂଆଦିଲ୍ଲୀ:ସଂଯୁକ୍ତ ଆରବ ଏମିରେଟ୍ସ (UAE)ରେ ଚାଲିଥିବା ଉଚ୍ଚସ୍ତରୀୟ ଆନ୍ତର୍ଜାତୀୟ ଶିଖର ସମ୍ମିଳନୀ ଅବସରରେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର (External Affairs Minister S Jaishankar)ୟୁରୋପ, ୟୁକେ ଏବଂ ଇଜିପ୍ଟର ପ୍ରତିପକ୍ଷଙ୍କ ସହ ସାକ୍ଷାତ କରିଥିଲେ। ଏହି ବୈଠକଗୁଡ଼ିକରେ ବିଶ୍ୱ…

ନିଜ ବନ୍ଧୁକରେ ନିଜକୁ ଗୁଳି କରି ଜୀବନ ହାରିଲେ ସିଆରପିଏଫ୍ ଯବାନ, କାରଣ ଅସ୍ପଷ୍ଟ

ନୂଆପଡ଼ା: ନିଜ ବନ୍ଧୁକରେ ନିଜକୁ ଗୁଳି କଲେ ଯବାନ । ନୂଆପଡ଼ା ଜିଲ୍ଲା ସୁନାବେଡ଼ା ଅଭୟାରଣ୍ୟ ଢେକୁନପାନି ସିଆରପିଏଫ୍ ୨୧୬ ବାଟାଲିୟନ କେମ୍ପରେ କାର୍ଯ୍ୟରତ ଜଣେ ଯବାନ ନିଜ ସର୍ଭିସ୍ ବନ୍ଧୁକରେ ଗୁଳି କରି ଆତ୍ମହତ୍ୟା କରିଛନ୍ତି | ଆନୁଷଙ୍ଗିକ କାର୍ଯ୍ୟ ସରିବା ପରେ ଆଜି ତାଙ୍କର ପ୍ରାର୍ଥିବ…