୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କଣ ଖୋଲା ରହିବ, କଣ ବନ୍ଦ
ଭୁବନେଶ୍ୱର: କଂଗ୍ରେସ ପକ୍ଷରୁ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ ନେତା ଓ କର୍ମୀ। ଏଫ୍ଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପ୍ରତିବାଦ କରାଯାଉଛି। ବିରୋଧୀ ଏହି ପ୍ରସଙ୍ଗରେ…