କର୍ମଚାରୀ ଓ ସଂସ୍ଥା ପଞ୍ଜୀକରଣକୁ କୋହଳ କଲା ଇଏସ୍ଆଇସି: ସ୍ପ୍ରୀ ଯୋଜନାରେ ବକେୟା ଆଦାୟ ଛାଡ଼
ଭୁବନେଶ୍ୱର: କର୍ମଚାରୀ ରାଜ୍ୟ ବୀମା ନିଗମ ପକ୍ଷରୁ ଅଣ ପଞ୍ଜିକୃତ କର୍ମ ସଂସ୍ଥାନଗୁଡ଼ିକ ପାଇଁ ଏକ ବିଶେଷ ସୁଯୋଗ ଘୋଷଣା କରାଯାଇଛି । ନିଗମ ପକ୍ଷରୁ ପ୍ରସ୍ତୁତ ସ୍ୱତନ୍ତ୍ର ‘ସ୍ପ୍ରୀ-୨୦୨୫’ ଯୋଜନା ମାଧ୍ୟମରେ ଅଣ ପଞ୍ଜିକୃତ ସଂସ୍ଥାମାନେ ସେମାନଙ୍କ କର୍ମଚାରୀଙ୍କୁ ବିନା କୌଣସି ବକେୟା ଦେୟ…