ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ କିଟରୁ ସର୍ବାଧିକ ୪୦ ଖେଳାଳି ପ୍ରତିନିଧିତ୍ୱ କରିବେ
ଭୁବନେଶ୍ୱର: ଜୁଲାଇ ୧୬ରୁ ୨୭ ପର୍ଯ୍ୟନ୍ତ ଜର୍ମାନୀର ବର୍ଲିନ, ରାଇନ-ରୁହର ଅଞ୍ଚଳ (ଏସେନ, ବୋଚମ, ଡୁଇସବର୍ଗ, ମୁଲହେଇମ ଆନ ଡେର ରୁହର, ହାଗେନ) ଆଦି ସ୍ଥାନରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି।
ଏଥିରେ ଭାରତରୁ ମୋଟ ୪୦୭ ଜଣ ଛାତ୍ର କ୍ରୀଡ଼ାବିତ୍, କୋଚ ଓ…