ଫୁଲୁଛି ମହାନଦୀ: ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଖୋଲା
ସମ୍ବଲପୁର: ହୀରାକୁଦର ପ୍ରଥମ ବନ୍ୟାଜଳ ମୁଣ୍ଡଳୀରେ ପହଞ୍ଚିବା ପରେ ଫୁଲୁଛି ମହାନଦୀ। ପ୍ରତି ସେକେଣ୍ଡରେ ମୁଣ୍ଡଳୀରେ ୪ ଲକ୍ଷ ୧୦ ହଜାର ୨୪୮ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ଆଜି ମୁଣ୍ଡଳୀର ଅପ୍ ଷ୍ଟ୍ରିମରେ ଜଳସ୍ତର ୮୬.୭୦ ଫୁଟ୍ ରହିଛି। ମୁଣ୍ଡଳୀର ଡାଉନ୍ ଷ୍ଟ୍ରିମରେ ଜଳସ୍ତର ୮୩.୬୦ ଫୁଟ୍…