ଆସନ୍ତା ମାସରେ ହେବ ରତ୍ନ ଭଣ୍ଡାରର ଗଣତିମଣତି କାର୍ଯ୍ୟ
ଭୁବନେଶ୍ୱର: ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ଏଏସଆଇ) ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରର ଢାଞ୍ଚାଗତ ସଂରକ୍ଷଣ ସମ୍ପୂର୍ଣ୍ଣ କରି ମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରିଛି। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ଦିନ ସୂଚନା ଦେଇଛନ୍ତି।
ସଂରକ୍ଷଣ କାର୍ଯ୍ୟ…