ଉଚ୍ଚ ଶିକ୍ଷାନୁଷ୍ଠାନରେ ବଢ଼ିବ ମାନବ ସମ୍ବଳ, ଅତିରିକ୍ତ ଭାବେ ୧୬ ହଜାର ଶିକ୍ଷକଙ୍କୁ ହେବେ ନିଯୁକ୍ତି
ଭୁବନେଶ୍ୱର: ପାଠପଢ଼ା ଗୁଣାତ୍ମକ, ସୁନିଶ୍ଚିତ କରିବା ଲାଗି ରାଜ୍ୟରେ ନିଯୁକ୍ତି ପ୍ରକ୍ରିୟାକୁ ବଢ଼ାଯିବ। ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନିଆଯାଉଛି ବିଭିନ୍ନ ପଦକ୍ଷେପ। କଲେଜ, ବିଶ୍ୱବିଦ୍ୟାଳୟରେ ପାଠପଢ଼ାକୁ ଗୁଣାତ୍ମକ କରାଯିବ। ଶିକ୍ଷକ-ଛାତ୍ର ଅନୁପାତ ସବୁ ସମୟରେ ଯେପରି ଠିକ୍…