ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫: ଗତ ୩ଦିନରେ ଓଡିଶା ପୋଲିସର ୬ସ୍ଵର୍ଣ୍ଣ ପଦକ ହାସଲ
ଭୁବନେଶ୍ବର: ଯୁକ୍ତରାଷ୍ଟ୍ର ଆମେରିକାର ବିର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହିକ୍ରମରେ ଆଜି ୨ ଜଣ ଯୁବ କ୍ରୀଡାବିତ କରାଟେରେ ରିତେଶ ରାୟ ସ୍ୱର୍ଣ୍ଣ…