ଶରଧାବାଲିରେ ଦଳାଚକଟା ଅଘଟଣ ପାଇଁ ସତ୍ୟବାଦୀ ବିଧାୟକ ଦାୟୀ: ଆପ୍
ପୁରୀ: ପୁରୀ ଶ୍ରୀମନ୍ଦିରର ପବିତ୍ରତା ଓ ପରମ୍ପରାକୁ ନଷ୍ଟ କଲେ ସତ୍ୟବାଦୀ ବିଧାୟକ । ଏଭଳି ଅଭିଯୋଗ ଆଣି ଆଜି ସାମ୍ବାଦିକ ସମିଳନୀ କରି ବିଧାୟକଙ୍କ ଉପରେ ଜୋରଦାର ବାର୍ଷିଛି ପୁରୀ ଆମ ଆଦମୀ ପାର୍ଟି ।
ସୂଚନା ମୁତାବକ, ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଏକ ଭିଡିଓ, ଯେଉଁ ଭିଡ଼ିଓ ଟିରେ…