ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାର ଦେଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଘାନା ରାଷ୍ଟ୍ରପତିଙ୍କ ପତ୍ନୀଙ୍କୁ କଟକର ରୁପା ତାରକସୀ ପର୍ସ ଉପହାରରେ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଉପହାରର ଓଡ଼ିଶା ସହ ସମ୍ପର୍କ ରହିଛି।
ଏହି ଉପହାରଟି ହେଉଛି କଟକରେ ନିର୍ମିତ ଏକ ସୁନ୍ଦର ରୁପା ତାରକସୀର ପର୍ସ। ରୁପା ତାରକସୀ ହସ୍ତଶିଳ୍ପ ପାଇଁ ସାରା…