ଚୀନକୁ ଯାତ୍ରା କରିବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
ନୂଆଦିଲ୍ଲୀ: ନିକଟରେ ଚୀନ୍ର ସାଂଘାଇ ବିମାନବନ୍ଦରରେ ଜଣେ ଭାରତୀୟ ନାଗରିକଙ୍କୁ ନିର୍ଯାତନା ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଛି । ଏହି ଘଟଣା ଦେଶବ୍ୟାପୀ ହଇଚଇ ସୃଷ୍ଟି କରିଛି । ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରଣାଳୟ ଏବେ ଏହି ଘଟଣା ସମ୍ପର୍କରେ ପଚରା ଯାଇତିବା ପ୍ରଶ୍ନର ଉତ୍ତର ଦେଇଛି ।…